ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ
କଣିହାଁ : ତାଳଚେର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା'ହିଙ୍ଗୁଳାଙ୍କ ଉଭାସ୍ଥଳୀ ରବିବାର ଦିନ ଚିହ୍ନଟ ହୋଇଛି । ଗୋପାଳପ୍ରସାଦ ସ୍ଥିତ ମା ହିଙ୍ଗୁଳାଙ୍କ ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଅବସ୍ଥିତ ଅରା ବାଉଁଶ ବଣ ନିକଟରେ ମା ଅଗ୍ନିରୂପା ଆବିର୍ଭାବ ହୋଇଛନ୍ତି । ଗତକାଲି!-->…