ରାଜ୍ୟରେ ନୂଆ ୧୬୪୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ କରୋନା ସ୍ଥିତି ଅଣୟାତ । ପ୍ରତ୍ୟେକ ଦିନ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଜି ଗୋଟିଏ ଦିନରେ ୧୬୪୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧୮ ସଙ୍ଗରୋଧ କେନ୍ଦ୍ରର!-->…