ଆଇପିଏଲ ୨୦୨୦ : VIVO କୁ ହଟାଇଲା BCCI, ୨ ଦିନରେ ନୂଆ ଟେଣ୍ଡର
ମୁମ୍ବାଇ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ପ୍ରାୟୋଜନା ଦ୍ୱାୟିତ୍ୱରୁ ଚୀନ ମୋବାଇଲ କମ୍ପାନି ଭିଭୋକୁ ବାଦ ଦିଆଯାଇଥିବା ବିଷୟରେ ବିସିସିଆଇ ଔପଚାରିକ ଭାବେ ଘୋଷଣା କରିଛି । ତେବେ ଭିଭୋକୁ କେଉଁ କାରଣରୁ ହଟାଯାଇଛି ସେ ସମ୍ପର୍କରେ ବିସିସିଆଇ ପକ୍ଷରୁ କିଛି କୁହାଯାଇନାହିଁ ।ନୂଆ!-->…