ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୧୦ କର୍ମଚାରୀ କରୋନାରେ ଆକ୍ରାନ୍ତ
ଭୁବନେଶ୍ୱର- ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୧୦ କର୍ମଚାରୀ କରୋନା ଆକ୍ରାନ୍ତ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ସୂଚନା ଦେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଏହି ବିଭାଗରେ ଜଣେ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ କାର୍ଯ୍ୟରତ!-->…