ବିଏମସି ଅଂଚଳରୁ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧୧୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୭୧ ହୋଇଥିବା ବେଳେ ୪୭ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ବୋଲି ମହାନଗର ନିଗମ ପକ୍ଷରୁ କୁହାଯାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ, ରିଜର୍ଭ!-->…