୫ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଂଚିଳକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୫ ଜିଲ୍ଲା ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ ଓ ସୁନ୍ଦାଗଡ କୁ!-->…