ସ୍ୱାଧୀନତା ଦିବସ ପାଇଁ ରାଷ୍ଟ୍ରପତି ଭବନକୁ ୯୦ ଜଣ ଆମନ୍ତ୍ରଣ
ନୂଆଦିଲ୍ଲୀ- କୋଭିଡ-୧୯ ପରିସ୍ଥିତି ଯୋଗୁଁ ଚଳିତ ବର୍ଷ ସ୍ୱାଧୀନତା ଦିବସରେ ରାଷ୍ଟ୍ରପତି ଭବନକୁ ୯୦ ଜଣ ଅତିଥିଙ୍କୁ ନିମନ୍ତ୍ରଣ କରାଯିବ । ପୂର୍ବରୁ ସ୍ୱାଧୀନତା ଦିବସରେ ୧୫୦୦ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କୁ ଆମନ୍ତ୍ରଣ କରାଯାଉଥିଲା । ତେବେ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି!-->…