ବରିଷ୍ଠ ନାଗରିକଙ୍କ ଯତ୍ନକୁ ପ୍ରାଥମିକତା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ
ନୂଆଦିଲ୍ଲୀ: କରୋନା କାଳରେ ବରିଷ୍ଠ ନାଗରିକମାନଙ୍କ ଯତ୍ନ ସହ ସେମାନଙ୍କୁ ଠିକ୍ ସମୟରେ ପେନସନ, ମାସ୍କ, ସାନିଟାଇଜର ସହ ଅତ୍ୟାବଶ୍ୟକୀୟ ଉତ୍ତମ ସେବା ଯୋଗାଇଦେବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ ଅଶୋକ ଭୂଷଣଙ୍କ ନେତୃତ୍ୱରେ ଗଠିତ ବେଞ୍ଚ!-->…