ଚଳନ୍ତା ଟ୍ରେଲର ପଛରେ ପିଟି ହେଲା ସ୍କର୍ପିଓ: ୨ ମୃତ୍ୟୁ, ୨ ଗୁରୁତର
ସୋର: ବାଲେଶ୍ୱର ଜିଲ୍ଲାର ସୋର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏକ ଚଳନ୍ତା ଟ୍ରେଲର ପଛରେ ଏକ ସ୍କର୍ପିଓ କାର୍ ପିଟି ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ୨ ମୃତ୍ୟୁ ଘଟିଛି।ମିଳିଥିବା ସୂଚନା ଅନୁଯାୟୀ, ଆଜି ଭୋାର ସମୟରେ ପଶ୍ଚିମବଙ୍ଗର ମୁକୁନ୍ଦପୁର!-->…