ଅଯୋଧ୍ୟା ମନ୍ଦିରର ପୁନଃ ନିର୍ମାଣ ଏବଂ ମୂଲ୍ୟବୋଧର ପ୍ରତିଷ୍ଠା
ଆଉ କେଇଦିନ ପରେ ଆମେ ଅଯୋଧ୍ୟାରେ ଏକ ଐତିହାସିକ ଘଟଣା ଦେଖିବାକୁ ପାଇବା । ଏଭଳି ଏକ ଘଟଣା ଆମ ମଧ୍ୟରୁ ଅଧିକାଂଶଙ୍କୁ ଆମ ଐତିହ୍ୟର ଏକ ମହାନ ସାଂସ୍କୃତିକ ଅଧ୍ୟାୟ ସହ ଯୋଡିବାର ଅବକାଶ ଦିଏ । ଏହି ଘଟଣା ଆମକୁ ରାମାୟଣର ପୁନଃ ସ୍ମରଣ କରାଏ । ଏହି ଶାଶ୍ୱତ ମହାନ ଗ୍ରନ୍ଥ ରାମାୟଣ ପ୍ରାୟ ଦୁଇ!-->…