ଜନଜାତି ବିଦ୍ୟାଳୟର ମାଟ୍ରିକ ପରୀକ୍ଷାରେ ସଫଳତା
ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ସାର୍ଟିଫିକେଟ ପରୀକ୍ଷାର ଫଳ ବୁଧବାର ପ୍ରକାଶ ପାଇଯାଇଛି । ବହୁ ଘାତ ପ୍ରତିଘାତ ମଧ୍ୟରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବାହାରିଥିବା ବେଳେ ରେଜଲ୍ଟ ମଧ୍ୟ ବେଶ୍ ଉତ୍ସାହଜନକ ରହିଛି । ସେହିପରି ଚଳିତ ବର୍ଷ!-->…