ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯କୁ ବୃଦ୍ଧି
ଭୁବନେଶ୍ୱର- ରାଜ୍ୟରେ ବଢିଚାଲିଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ପାର କରୁଛି । ଆଜି ଗୋଟିଏ ଦିନରେ ୧୬୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୯୩ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୬୦୯ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ!-->…