ବଜ୍ରପାତ ନେଇ ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ୧୮ ଘଂଟା ମଧ୍ୟରେ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ଷା ଓ ବଜ୍ରପାତକୁ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ଜିଲ୍ଲା ଗୁଡିକ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର,!-->…