ବୁର୍ଲା ଭୀମସାରର ରକ୍ତଭଣ୍ଡାରରେ ଦେଖାଦେଇଛି ରକ୍ତ ଅଭାବ
ବୁର୍ଲା: ବୁର୍ଲା ଭୀମସାରର ରକ୍ତଭଣ୍ଡାରରେ ଦେଖାଦେଇଛି ରକ୍ତ ଅଭାବ । କରୋନା କବଳରେ ଲୋକେ ଛଟପଟ ହେଉଥିବା ବେଳେ ରକ୍ତ ଭଣ୍ଡାରର ରକ୍ତ ସଂକଟ ମେଡିକାଲ କତୃପକ୍ଷ ଓ ରୋଗୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ରକ୍ତ ସଂଗ୍ରହ ଭ୍ୟାନ ବୁଲୁଥିଲେ ମଧ୍ୟ କରୋନା ପାଇଁ ରକ୍ତ ସଂଗ୍ରହ ସଂଖ୍ୟା ଢେର୍!-->…