ଦୁଇ ଦିନିଆ ଭଦ୍ରକ ସଟଡାଉନ
ଭଦ୍ରକ- କରୋନା ସଂକ୍ରମଣର ସ୍ଥିତି ଦିନକୁ ଦିନ ଅଣାୟତ ହେବାରେ ଲାଗିଛି । ତେଣୁ ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ପାଇଁ ଭଦ୍ରକ ଜିଲ୍ଲାକୁ ଦୁଇ ଦିନିଆ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ ଜ୍ଞାନ ଦାସ । ଅଗଷ୍ଟ ୧ ଓ ୨ ତାରିଖରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତିତ ଅନ୍ୟ ସମସ୍ତ ଦୋକାନ ବନ୍ଦ!-->…