କରୋନା ଭାଇରସ୍ ମୁକାବିଲା ଜାରି ରହିଛି : ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ: ଭାରତ ସରକାର ମହାମାରୀ କରୋନା ଭାଇରସ୍ ମୁକାବିଲା ଲାଗି ଲଢେଇ ଜାରି ରଖିଛନ୍ତି । କରୋନା ମହାମାରୀ ପରଠାରୁ ଦେଶବାସୀ ଅନେକ ଅଭିଜ୍ଞତା ହାସଲ କରିଛନ୍ତି । ଏଥି ସହିତ ଦେଶରେ ଭେଂଟିଲେଟର ନିର୍ମାଣର କ୍ଷମତା ବଢିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି ।!-->…