କରୋନା ମୁକାବିଲା ପାଇଁ ପ୍ଳାଜମା ଦାନ କରିବାକୁ ଆହ୍ୱାନ
ଯାଜପୁର: ଗୁରୁତର କରୋନା ରୋଗୀଙ୍କ ସୁସ୍ଥତା ପାଇଁ ପ୍ଲାଜମା ଥେରାପି ଏକ ବରଦାନ ସଦୃଶ ସାବ୍ୟସ୍ତ ହୋଇଚ୍ଥି । ତେଣୁ କରୋନାରୁ ସୁସ୍ଥ ହୋଇଥିବା ଯୋଗ୍ୟ ବ୍ୟକ୍ତିମାନେ ପ୍ଲାଜମା ଦାନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ତଥା ଯାଜପୁର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ସମୀର ରଂଜନ ଦାଶ!-->…