ଗୋଟିଏ ଗଛରେ ବନ୍ଧୁ ସହ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା !
ଛେଣ୍ଡିପଦା: ଅନୁଗୁଳ ଜିଲାରେ ତିନିଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯିବା ପରେ ଏହା ହତ୍ୟା ନାଁ ଆତ୍ମହତ୍ୟା ସେଥିନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଏହି ତିନିଜଣଙ୍କ ଭିତରୁ ଦୁଇଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । ଛେଣ୍ଡିପଦା ଥାନା ଅନ୍ତର୍ଗତ ବାଲିପଟା ଗ୍ରାମର ଡିମିରିକୁଦା ପାହାଡ ପାଖ!-->…