ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ମଞ୍ଜୁରୀ
ଭୁବନେଶ୍ୱର: କରୋନାରେ ଗଞ୍ଜାମର ‘ସମାଜ’ ପ୍ରତିନିଧି ପ୍ରିୟଦର୍ଶୀ ପଟ୍ଟନାୟକ ଏବଂ ଗଜପତିର ‘ନ୍ୟୁଜ ଟୁଡେ’ ପ୍ରତିନିଧି କେ.ସିଏଚ୍ ରତ୍ନମଙ୍କ ଦେହାନ୍ତ ହୋଇଥିଲା । ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାର ଗଣମାଧ୍ୟମ!-->…