ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
କନ୍ଧମାଳ: କନ୍ଧମାଳ ଜିଲା ଖଜରୀପଡ଼ା ଥାନା ଅନ୍ତର୍ଗତ ଦୁତିମେଣ୍ଡି ଗ୍ରାମ ପଞ୍ଚାୟତର ସମରଡେଗାରେ ଥିବା ଏକ ନାଳରୁ ଗୁରୁବାର ଜଣେ ଅଜଣା ଯୁବକର ମୃତଦେହ ଉଦ୍ଧାର କରାଯାଇଛି । ଉକ୍ତ ନାଳରେ ମୃତଦେହ ପଡିଥିବା ଦେଖି ସ୍ଥାନୀୟଲୋକେ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥାନରେ!-->…