ଭିଜିଲାନ୍ସ ଜାଲରେ ପୁଲିସ ଏସଆଇ
ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡ଼ିଲେ ପୁଲିସ ଅଫିସର। ମୁରିବାହାଲ ଥାନାର ଏସଆଇ ଏକ ମାମଲାର ଚାର୍ଜସିଟ ପାଇଁ ଜଣେ ମୁଦାଲାଙ୍କ ପକ୍ଷରୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଭିଜିଲାନ୍ସର ଏକ ଟିମ ତାଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ମୁରିବାହାଲ ଥାନାରେ କାର୍ଯ୍ୟରତ ଏସଆଇ!-->…