ଦେଶରେ ଦିନକରେ ୪୮, ୫୧୩ ନୂଆ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ- ଦେଶରେ ଗତ ୨୪ ଘଂଟାରେ ନୂଆ ୪୮,୫୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୫୩୧,୬୬୯କୁ ବୃଦ୍ଧି ପାଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ଏଯାବତ୍ ଦେଶରେ!-->…