୧୩୦୧ କଲେଜରେ ପଡିଛି ତାଲା
ଭୁବନେଶ୍ୱର: ଇଞ୍ଜିନିୟରିଂ ସେମେତ ଅନ୍ୟାନ୍ୟ ବୈଷୟିକ ପାଠ୍ୟକ୍ରମ ପ୍ରତି ପିଲାଙ୍କ ଆଗ୍ରହ ନ ଥିବାରୁ ଅଲ୍ ଇଣ୍ଡିଆ କାଉନସିଲ୍ ଅଫ୍ ଟେକ୍ନିକାଲ ଏଜୁକେସନ (ଏଆଇସିଟିଇ) ପକ୍ଷରୁ ବଡ଼ ନିଷ୍ପତି ନିଆଯାଇଛି । ୨୦୨୦-୨୧ ଶିକ୍ଷାବର୍ଷରେ ସାରା ଦେଶରେ ୧୩୦୧ଟି ବୈଷୟିକ କଲେଜକୁ ବନ୍ଦ କରାଯାଇଛି ।!-->…