“ନିମନ୍ତ୍ରଣ” ପକ୍ଷରୁ ବିଶ୍ୱ ପଖାଳ ଦିବସ ପାଳିତ; ପଖାଳର ଲୋକପ୍ରିୟତା ପାଇଁ ଓଟିଡିସିର ପ୍ରୟାସ ପ୍ରଶଂସନୀୟ -ପର୍ଯ୍ୟଟନ…
ଭୁବନେଶ୍ୱର : ପଖାଳ ଏକ ଉତ୍କୃଷ୍ଟ ଓଡିଆ ସୁସ୍ୱାଦୁ ଖାଦ୍ୟ, ଯାହା ସାଧାସିଧା, କିନ୍ତୁ ଅତ୍ୟନ୍ତ ପୁଷ୍ଟିକର ଏବଂ ସ୍ୱାଦଗ୍ରନ୍ଥିକୁ ସୁଖଦ ଅନୁଭୂତି ଦେଇଥାଏ । ସବୁ ବର୍ଗର ପସନ୍ଦର ଏହି ସ୍ୱାସ୍ଥ୍ୟକର ଖାଦ୍ୟର ଲୋକପ୍ରିୟତା ଓ ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଆଜି ‘ବିଶ୍ୱ ପଖାଳ ଦିବସ’ ସର୍ବତ୍ର!-->…