ଆଦର୍ଶ ଥାନା ସିଲ୍
ମାଲକାନାଗିରି: କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ନେଇ ଚିନ୍ତାରେ ପଡିଯାଇଛି ପ୍ରଶାସନ । ତେବେ ମାଲକାନାଗିରି ଆଦର୍ଶ ଥାନାକୁ ସପ୍ତାହେ ପାଇଁ ସିଲ୍ କରାଯାଇଛି । ଥାନାରେ ଜଣେ ପୋଲିସ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି । ଏହା ସହିତ ଏକ!-->…