ରାଜ୍ୟରେ ୨୫ ହଜାର ଟପିଲା କରୋନା ଆକ୍ରାନ୍ତ, ଆଜି ୧୩୭୬ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଆଜି ୩୦ଟି ଜିଲ୍ଲାରୁ ୧୩୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫ ହଜାର ୩୮୯ରେ ପହଂଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୧୭ ଓ ସ୍ଥାନୀୟ ଅଂଚଳରୁ ୪୫୯ ଜଣ ଅଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ!-->…