ରାଜ୍ୟରେ ପୁଣି ୧୩୨୦ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧ କେନ୍ଦ୍ରରୁ ୮୮୭ ଓ ସ୍ଥାନୀୟ ଅଞ୍ଚଳରୁ ୪୩୩ ଚିହ୍ନଟ ହୋଇଛନ୍ତି । ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୦୧୩କୁ ବୃଦ୍ଧି ପାଇଛି ବୋଲି ସୂଚନା ଓ ଲୋକସଂପର୍କ ବିଭାଗ!-->…