ଦେଶରେ ୨୪ ଘଣ୍ଟାରେ ୪୮,୬୬୧ ଆକ୍ରାନ୍ତ ଓ ୭୦୫ ମୃତ
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୪୮ ହଜାର ୬୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୨୨ରେ ପହଞ୍ଚିଛି। ସେହିପରି ଗୋଟିଏ!-->…