ରାହୁଲଙ୍କ ମନ୍ତବ୍ୟ ଓ ଆଦାନୀ ପ୍ରସଙ୍ଗ ନେଇ ସଂସଦ ଅଚଳ ସୋମବାର ଯାଏଁ ଉଭୟ ଗୃହ ମୁଲତବୀ
ନୂଆଦିଲ୍ଲୀ : ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ, ଆଦାନୀ ଗ୍ରୁପ୍ ଓ ଅନ୍ୟାନ୍ୟ ପ୍ରସଙ୍ଗ ନେଇ ଆଜି ପାର୍ଲାମେଂଟର ଉଭୟ ଗୃହ ଲୋକସଭା ଓ ରାଜ୍ୟସଭାରେ ଉଭୟ ଶାସକ ଓ ବିରୋଧୀ ଦଳ ସଦସ୍ୟମାନଙ୍କ ହଟ୍ଟଗୋଳ ଯୋଗୁ ଆସନ୍ତା ସୋମବାର ପର୍ଯ୍ୟନ୍ତ ଉଭୟ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ଲୋକସଭାରେ ଶାସକ ଦଳର!-->…