ଗୋଟିଏ ଦିନରେ ସର୍ବାଧିକ ୧୨୬୪ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି । ଆଜି ଗୋଟିଏ ଦିନରେ ରେକର୍ଡ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏମାନଙ୍କ ମଧ୍ୟରୁ ୮୪୭ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୪୧୭ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଗତ ୨୪ ଘଂଟାରେ ୧୨୬୪ ନୂଆ କରୋନା ପଜିଟିଭ!-->…