ଭୁବନେଶ୍ୱରରୁ ୨୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ଭୁବନେଶ୍ୱରରୁ ନୂଆ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୫ ଆକ୍ରାନ୍ତଙ୍କ ମଧ୍ୟରୁ ସତ୍ୟନଗର କାଳୀମନ୍ଦିର ପାଖରୁ ଜଣେ, କୋଳଥିଆରୁ ଜଣେ, ଚନ୍ଦକାର ଏକ ଚକ୍ଷୁ!-->…