ରାଜ୍ୟର ୨୩ ଜିଲ୍ଲାରେ ୬୭୩ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅଣାୟତ ହେବାରେ ଲାଗିଛି । ଗତ ୨୪ ଘଂଟାରେ ନୂଆ ୬୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୪୬ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୨୭ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ!-->…