ସଫଳ ହେଉଛି ପ୍ଲାଜମା ଥେରାପି, ୬ ରୋଗୀଙ୍କ ମଧ୍ୟରୁ ୪ ସୁସ୍ଥ
ରାଜ୍ୟରେ କରୋନା ସଂକ୍ରମଣରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ଗୁରୁତର ରୋଗୀଙ୍କ ପାଇଁ ପ୍ଲାଜମା ଥେରାପି ବଡ଼ ସମ୍ଭାବନା ସୃଷ୍ଟି କରିଛି। ବର୍ତ୍ତମାନ ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସିତ ହୋଇଥିବା ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ୪ ଜଣ ଭଲ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି ଓ ସେମାନେ!-->…