ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣା ; ବିଦ୍ୟାଶ୍ରୀଙ୍କ ମାଆ ଓ ଭାଇଙ୍କୁ ଜେରା
ଭୁବନେଶ୍ବର : ସମାଜସେବୀ/ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁକୁ କିଛିଦିନ ବିତି ଯାଇଥିଲେ ମଧ୍ୟ ଏହା ଆତ୍ମହତ୍ୟା ନା ହତ୍ୟାକାଣ୍ଡ ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ । ପ୍ରଥମେ ଆଦିତ୍ୟଙ୍କ ମୃତ୍ୟୁକୁ ଆତ୍ମହତ୍ୟା କୁହାଯାଉଥିବା ବେଳେ ଧିରେ ଧିରେ ଏହା ଆତ୍ମହତ୍ୟ ନୁହେଁ ଏକ ଯୋଜନାବଦ୍ଧ ହତ୍ୟା!-->…