ଆଇପିଏଲ୍ ଆୟୋଜନ ପାଇଁ ପ୍ରସ୍ତୁତି ଚଳାଇଛି ୟୁଏଇ
ଦୁବାଇ : ବିସିସିଆଇ ଆନୁକୂଲ୍ୟରେ ଆୟୋଜିତ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଚଳିତ ସଂସ୍କରଣ ଆୟୋଜନ ନେଇ ନାନା ମତ ପ୍ରକାଶ ପାଉଛି। ଯଦି ଅଷ୍ଟ୍ରେଲିଆରେ ଅକ୍ଟୋବରରେ ଆୟୋଜିତ ହେବାକୁ ଥିବା ଟ୍ବେଣ୍ଟି୨୦ ବିଶ୍ବକପ୍ ସ୍ଥଗିତ ରହେ ତେବେ ସେହି ସମୟରେ ଆଇପିଏଲ୍ ଆୟୋଜନ ପାଇଁ ବିସିସିଆଇ!-->…