କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ
କଟକ : କଟକ ସହରରୁ ଆଜି ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତମାନ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪ ଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି। ୧୮୮ ସୁସ୍ଥ, ୧୩୯ ସକ୍ରିୟ କେସ ରହିଛି।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୬ ସରକାରୀ କ୍ବାରେଣ୍ଟାଇନ, ୩ ହୋମ କ୍ବାରେଣ୍ଟାଇନ,!-->…