ଓଡିଶାରେ କରୋନା ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି
ଭୁବନେଶ୍ୱରେ- ପ୍ରତ୍ୟେକ ଦିନ କେହିନା କେହି କରୋନାରେ ମୃତ୍ୟୁ ବରଣ କରୁଛନ୍ତି । ଯେଉଁ ହାରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହି ଅନୁପାତରେ ମୃତ୍ୟୁ ସଂଖ୍ୟ ମଧ୍ୟ ବୃଦ୍ଧି ପାଉଛି । ଗତ ୨୪ ଘଂଟାରେ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ!-->…