ଏ ସପ୍ତାହରେ ବଢିବ ବର୍ଷା
ଭୁବନେଶ୍ୱର: ଟ୍ରଫଲାଇନ୍ ପ୍ରଭାବରେ ଆସନ୍ତା ୧୬ରୁ ୨୧ ତାରିଖ ଭିତରେ ରାଜ୍ୟରେ ବର୍ଷାର ହେବାର ସମ୍ଭାବନା ଅଛି । କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଭୁବନେଶ୍ୱର ସମେତ ଉପକୂଳ ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଯାହା ଚାଷ କାମ!-->…