ମାନବପ୍ରେମୀ ଆଦିତ୍ୟଙ୍କ ମୃତ୍ୟୁ ମାମଲାରେ ଘର ମାଲିକଙ୍କୁ ଜେରା
ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଜିଆର୍ପି ଆଜି ଘର ମାଲିକଙ୍କୁ ଜେରା କରିଛି। କେବେଠାରୁ ଆଦିତ୍ୟ ଭଡ଼ାରେ ଥିଲେ? ଆଦିତ୍ୟଙ୍କ ପରିବାରରେ କେବେ ଝଗଡ଼ା ହୋଇଥିଲା କି? ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ସଂପର୍କ କିଭଳି ଥିଲା? ଏଭଳି ଅନେକ ପ୍ରସଙ୍ଗରେ ଆଦିତ୍ୟଙ୍କ ଘର!-->…