ଆସନ୍ତା ୨୪ ଘଂଟା ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର- ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଟ୍ରଫ୍ ଲାଇନ୍ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୪୮ ଘଂଟା ମଧ୍ୟମରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା!-->…