ଏ.ଆଇ.ଏସ୍.ଏଫ୍. ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ
ଭୁବନେଶ୍ୱର: ୟୁ.ଜି.ସି.ର ଛାତ୍ରବିରୋଧି ପରୀକ୍ଷା ପରିଚାଳନା ନିଷ୍ପତି ପ୍ରତ୍ୟାହାର ଦାବିରେ ଅଖିଳ ଭାରତ ଛାତ୍ରସଂଘ ପକ୍ଷରୁ ରାଜ୍ୟର ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଅରୁଣ କୁମାର ସାହୁଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ମାନବସମ୍ବଳ ବିକାଶ ମନ୍ତ୍ରଣାଳୟ ଓ ଗୃହ ମନ୍ତ୍ରଣାଳୟର ମଞ୍ଜୁରୀ!-->…