ଖରସ୍ରୋତା ମହାବିଦ୍ୟାଳୟରେ ବନମହୋତ୍ସବ ସପ୍ତାହ ପାଳିତ
ବିଞ୍ଝାରପୁର: ବିଞ୍ଝାରପୁର ବ୍ଲକର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିଂହପୁର ସ୍ଥିତ ଖରସ୍ରୋତା ମହାବିଦ୍ୟାଳୟରେ ବିଶ୍ୱ ବନ ମହୋତ୍ସବ ପାଳନ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ସୁବୋଧ କୁମାର ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି!-->…