କଶ୍ମୀରରେ ହାଇ ଆଲର୍ଟ
ଶ୍ରୀନଗର: ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀମାନେ ପୁଲୱାମା ଭଳି ଆତ୍ମଘାତୀ ଆକ୍ରମଣ ଯୋଜନା କରୁଥିବା କଥା ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିବାପରେ ଉତର ଓ କେନ୍ଦ୍ରୀୟ କଶ୍ମୀରରେ ଆଲର୍ଟ ଜାରି କରାଯାଇଛି । ଆତଙ୍କବାଦୀମାନେ କାର୍ ବୋମା ଆକ୍ରମଣ କରି ପାରନ୍ତି ବୋଲି ଗୁଇନ୍ଦା ବିଭାଗ ସୂଚନା!-->…