ଗୋଟିଏ ଦିନରେ ସର୍ବାଧିକ ୭୫୫ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୦୮ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୪୭ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୨୦, ଯରଜପୁର ୮୬, ସୁନ୍ଦରଗଡ ୬୨,!-->…