ଭାରତରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ: ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ- ଭାରତରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି । କରୋନା ମହାମାରୀ ପାଇଁ ବିଶ୍ୱରେ ଭାରତ ତୃତୀୟ ସ୍ଥାନରେ ରହିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି । ଜନ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟରେ ରହିଛି । ପ୍ରତ୍ୟେକ ଦିନ ନୂଆ କରୋନା ଆକ୍ରାନ୍ତ!-->…