ଦେଶରେ ୪୨,୬୨୫ ସଂକ୍ରମିତ, ୫୬୨ ମୃତ୍ୟୁ
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍?ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ!-->…