ରାଜ୍ୟର ୪ ଅଲମ୍ପିକ୍ ହକି ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଟୋକିଓ ଅଲିମ୍ପିକରେ ଚମତ୍କାରର ପ୍ରଦର୍ଶନ କରିଥିବା ଓଡ଼ିଶାର ଭାରତୀୟ ପୁରୁଷ ହକି ଟିମର ୨ଜଣ ଖେଳାଳି ଏବଂ ୨ଜଣ ମହିଳା ହକି ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଛନ୍ତି । ପୁରୁଷ!-->…