ପରଦାରେ ଏକାଠି ଧମାକା କରିବେ ଏହି ଦୁଇ ସୁପରଷ୍ଟାର
ମୁମ୍ବାଇ- ବଲିଉଡର ହ୍ୟାଣ୍ଡସମ୍ ହଙ୍କ୍ ହ୍ରିତିକ୍ ରୋଶନଙ୍କ ଷ୍ଟାଇଲ, ଲୁକ୍ ଓ ଅନ୍ଦାଜରେ ସମସ୍ତେ ଫିଦା । କେବଳ ଭାରତରେ ନୁହେଁ ବିଦେଶରେ ମଧ୍ୟ ତାଙ୍କର ଫ୍ୟାନ୍ ଫଲୋଇଂ ବେଶ୍ ଭଲ ରହିଛି । ନିକଟରେ ସେ ଲଗାତାର ହିଟ୍ ଫିଲ୍ମ ଦେଇ ପ୍ରାୟ ସବୁ ନିର୍ମାତାଙ୍କ ପ୍ରଥମ ପସନ୍ଦ ପାଲଟିଯାଇଛନ୍ତି ।!-->…