ପୁରୁଷ ହକି ଟିମ୍ ଜିତିଲା ବ୍ରୋଞ୍ଜ
ଟୋକିଓ : ଦିର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ୍ ଆଜି ଇତିହାସ ସୃଷ୍ଟି କରିଛି । ଜର୍ମାନ୍କୁ ୫-୪ ଗୋଲ୍ରେ ପରାସ୍ତ କରି ଭାରତୀୟ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି । ୧୯୮୦ ମସିହାରେ ଶେଷ ଥର ପାଇଁ ଭାରତୀୟ ପୁରୁଷ ହକି ଟିମ୍ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଥିଲା । ଭାରତ ପକ୍ଷରୁ ଆଜି!-->…