ବିଜ୍ଞାନରେ ପ୍ରଥମ ଶ୍ରେଣୀରେ ପାସ୍କରିଛନ୍ତି ୫୫ହଜାର ଛାତ୍ରଛାତ୍ରୀ
ଭୁବନେଶ୍ୱର,: ଆଜି ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ପରୀକ୍ଷାଫଳ ପୁସ୍ତିକ ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟ ୯୪.୯୬% ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଆଜି ରାତି ୮ଟାରେ!-->…